ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୪୦୫ଜଣ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ସଂକ୍ରମଣ ଗ୍ରାଫ୍ ଦ୍ରୁତ ଗତିରେ ତଳକୁ ଖସୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୪୦୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
(ଭୁବନେଶ୍ୱର) : ରାଜ୍ୟରେ ସଂକ୍ରମଣ ଗ୍ରାଫ୍ ଦ୍ରୁତ ଗତିରେ ତଳକୁ ଖସୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୪୦୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ପଜିଟିଭ ଆକ୍ରାନ୍ତ ୧୯୪୨ କ୍ବାରାଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୬୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୫୯ ହଜାର ୫୨୬ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ:-
6. Boudh: 59
7. Cuttack: 230
8. Deogarh: 23
9. Dhenkanal: 54
10. Gajapati: 58
11. Ganjam: 36
12. Jagatsinghpur: 129
13. Jajpur: 391
14. Jharsuguda: 9
15. Kalahandi: 54
16. Kandhamal: 55
17. Kendrapada: 73
18. Keonjhar: 89
19. Khurda: 500
20. Koraput: 63
21. Malkangiri: 72— I & PR Department, Odisha (@IPR_Odisha) June 15, 2021