ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୬୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି । ସଂକ୍ରମଣ କମୁଥିବାରୁ ରାଜ୍ୟରେ ଏବେ ସକ୍ରିୟ ଥିବା ରୋଗୀ ସଂଖ୍ୟା ମଧ୍ୟ କମିଛି । ଗତ ୨୪ ଘଣ୍ଟା ମଧ୍ୟରେ

(ଭୁବନେଶ୍ୱର) : ରାଜ୍ୟରେ ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି । ସଂକ୍ରମଣ କମୁଥିବାରୁ ରାଜ୍ୟରେ ଏବେ ସକ୍ରିୟ ଥିବା ରୋଗୀ ସଂଖ୍ୟା ମଧ୍ୟ କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୬୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ପଜିଟିଭ ଆକ୍ରାନ୍ତ୨୦୬୯ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୬୨ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ୬୬ ହଜାର ୬୯୨ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମଣ ସଂଖ୍ୟା :-