ଶୋକ ପ୍ରକାଶ କରିଲେ ମୁଖ୍ୟମନ୍ତ୍ରୀ

ଛତିଶଗଡ ବିଳାସପୁର ଠାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାକୁ ନେଇ, ଟ୍ୱିଟ୍ କରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଦୁଃଖଦ ଟ୍ରେନ ଦୁର୍ଘଟଣା, ତାଙ୍କୁ ଗଭୀର ଭାବରେ ମର୍ମାହତ କରିଥିବା ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି । ଦୁର୍ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ, ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।