କେଉଁ ବିଭାଗ ପାଇଁ କେତେ ବ୍ୟୟ ବରାଦ ହୋଇଛି ଆସନ୍ତୁ ଯାଣିବା..

0

ବିଧାନସଭାରେ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

-ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ

-୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ

-କୃଷି ପାଇଁ ପୂର୍ବ ବର୍ଷ ତୁଳନା ରେ ବଜେଟ ଆକାର ବଢ଼ିଲା

-ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି

-ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି,

-କୁଇଣ୍ଟାଲ ୩୧ଶହ ଟଙ୍କାରେ ଧାନ କିଣାଯିବ

-ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

-ଧାର୍ଯ୍ୟ ଏମ୍‌ଏସ୍‌ପିଠାରୁ ୮ଶହ ଟଙ୍କା ଅଧିକ ଦିଆଯିବ

ଆସିଲା ରାଜ୍ୟ ବଜେଟ୍, ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପସ ପାଣ୍ଠି

-ଚାଷୀମାନଙ୍କ ପାଇଁ ନୂଆ ଯୋଜନା ସିଏମ୍‌ କିଷାନ

-ସିଏମ୍‌ କିଷାନ ଯୋଜନା ପାଇଁ ୧୯୩୫ କୋଟି ବ୍ୟୟବରାଦ

-ବଜେଟରେ ଚାଷୀଙ୍କ ପାଇଁ ସମୃଦ୍ଧ କୃଷକ ଯୋଜନା ଘୋଷଣା

-ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ

-ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି ଘୋଷଣା

-ସୁଭଦ୍ରା ଯୋଜନା ପାଇଁ ବଜେଟରେ ବ୍ୟବସ୍ଥା

-ସୁଭଦ୍ରା ପାଇଁ ୧୦ ହଜାର କୋଟିର ବ୍ୟୟବରାଦ

-ନିର୍ବାଚନ ଇସ୍ତାହାରରେ ଘୋଷଣା ହୋଇଥିଲା ସୁଭଦ୍ରା ଯୋଜନା

ଅନ୍ତ୍ରଦୋୟ ଗୃହୋଜାଜନ ୧୦୫କୋଟି ବ୍ୟବଏଡ କରା ଯାଇଛି

ଯୋପବନ୍ଦୁ ଜନାରୋଧ୍ୟାୟ ଯୋଜନା ୫୪୫୦କୋଟି ବ୍ୟବରାଦ କରାଯାଇଛି