ଦେଶୀ ମଦ ଜବଦ

(ମୃତ୍ୟୁଞ୍ଜୟ ଭୋଇ/ରିପୋଟରର୍ସ ଟୁଡ଼େ ) : ଗତକାଲି ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଚଣ୍ଡିପୁର ଗ୍ରାମରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ପୋଲିସ ୪୦ ଲିଟର ଦେଶୀ ମଦ ଜବତ କରିବା ସହ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।