(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୧୪୩ କୋରୋନା ସଂକ୍ରମିତ ଚିହ୍ନଟ । ଏହି ଆକ୍ରାନ୍ତଙ୍କ ଲଗାଇ ରାଜ୍ୟରେ ୨,୩୮୮ ରେ ପହଞ୍ଚିଲା ସଂଖ୍ୟା । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ,୩୮୮କୁ ଛୁଇଁଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୫୪ ଜଣ ଚିକିତ୍ସାଧୀନ ଥିବାବେଳେ ୧,୩୨୫ ଜଣ ସୁସ୍ଥ ହୋଇଛନ୍ତି ।