ଭୁବନେଶ୍ୱର-ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୧୪୩୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୮୭୦୫ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନରୁ ଥିବାବେଳେ ୬୦୫ ଜଣ ଲୋକାଲ କେସ ରହିଛନ୍ତି ।
Covid-19 Report For 31st July
New Positive Cases: 1437
In quarantine: 832
Local contacts: 605(Details of local contacts will be shared by concerned Dist Administration)
District Wise Cases:
1. Angul: 47
2. Balasore: 64
3. Bargarh: 8
4. Bhadrak: 47
5. Balangir: 4— I & PR Department, Odisha (@IPR_Odisha) August 1, 2021
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୬୪, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୯୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮୬ଜଣ, ଯାଜପୁର ଜିଲ୍ଲାରୁ ୬୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୯ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୧୪୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ. ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍ରୁ ୮୨ଜଣ ରହିଛନ୍ତି ।
6. Boudh: 2
7. Cuttack: 190
8. Deogarh: 8
9. Dhenkanal: 21
10. Gajapati: 3
11. Ganjam: 10
12. Jagatsinghpur: 86
13. Jajpur: 66
14. Jharsuguda: 5
15. Kalahandi: 6
16. Kandhamal: 14
17. Kendrapada: 41
18. Keonjhar: 19
19. Khurda: 409
20. Koraput: 5
21. Malkangiri: 7— I & PR Department, Odisha (@IPR_Odisha) August 1, 2021
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୮୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୮୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୫୬୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।