ଭୁବନେଶ୍ୱର: କୋଟିଆ ପାଇଁ ୧୬ଜଣିଆ କମିଟି | କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅଧୀନସ୍ତ କୋଟିଆ ଗ୍ରାମସମୂହର ବିଭିନ୍ନ ସମସ୍ୟାର ସ୍ଥାୟୀ ସମାଧାନ କରିବା, ସ୍ଥାନୀୟ ବାସିନ୍ଦାଙ୍କ ନିକଟରେ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନାର ସୁବିଧା ପହଞ୍ଚାଇବା, ଓଡ଼ିଆ ଅସ୍ମିତାରେ ବାନ୍ଧି ରଖିବା ପାଇଁ ସେମାନଙ୍କ ମଧ୍ୟରେ ଓଡ଼ିଶାର ଭାଷା, ସଂସ୍କୃତି, ସାହିତ୍ୟ,ସଂସ୍କୃତି ବିଭାଗ ପ୍ରମୁଖ ସଚିବ, ଆଇନ ବିଭାଗ ପ୍ରମୁଖ ସଚିବ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ, ଦକ୍ଷିଣାଞ୍ଚଳ ଆର୍ଡିସି, ଦକ୍ଷିଣ ପଶ୍ଚିମ ରେଞ୍ଜ ଡିଆଇଜି, କୋରାପୁଟ ଜିଲ୍ଲାପାଳ ଏବଂ ଏସ୍ପି ସଦସ୍ୟ ରହିଛନ୍ତି। ଏହି ସଂସ୍ଥା ଦାୟିତ୍ବରେ ସ୍ବତନ୍ତ୍ର ଭାବେ ଜଣେ ଓଏଏସ୍ ଓଆର୍ଏସ୍ ଅଧିକାରୀ ରହିବେ |ଏଥିପାଇଁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ୧୬ଜଣିଆ କମିଟି ଗଠନ କରିଛନ୍ତି ।
ଏହି କମିଟିରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଆବାହକ ସଦସ୍ୟ ରହିଥିବାବେଳେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପ୍ରମୁଖ ସଚିବ, ଗ୍ରାମ୍ୟ ଉନ୍ନୟନ ବିଭାଗ ସଚିବ, ଶ୍ରମ ବିଭାଗ ପ୍ରମୁଖ ସଚିବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ରହିଛନ୍ତି