ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୭୧ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୭୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୦୩୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୩ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୦୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୩୩୦୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୨୬୩୦୫୬ସାମ୍ପୁଲ ଟେଷ୍ଟ୍ ହୋଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
8. Deogarh: 3
9. Dhenkanal: 1
10. Gajapati: 24
11. Ganjam: 1
12. Jagatsinghpur: 3
13. Jajpur: 15
14. Jharsuguda: 21
15. Kalahandi: 3
16. Kandhamal: 1
17. Kendrapada: 1
18. Khurda: 23
19. Koraput: 4
20. Mayurbhanj: 8
21. Nawarangpur: 3
22. Puri: 1
23. Rayagada: 5
24. Sambalpur: 22— I & PR Department, Odisha (@IPR_Odisha) February 28, 2022