ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ୧୯୨୭ କରୋନା ସଂକ୍ରମିତ
ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୯୨୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ
(ଭୁବନେଶ୍ୱର) : ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୯୨୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୫ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୧୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୯ ହଜାର ୯୮୬ ଜଣବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ :-
6. Boudh: 7
7. Cuttack: 248
8. Deogarh: 6
9. Dhenkanal: 75
10. Gajapati: 4
11. Ganjam: 10
12. Jagatsinghpur: 91
13. Jajpur: 123
14. Jharsuguda: 8
15. Kalahandi: 7
16. Kandhamal: 18
17. Kendrapada: 73
18. Keonjhar: 32
19. Khurda: 498
20. Koraput: 8
21. Malkangiri: 18— I & PR Department, Odisha (@IPR_Odisha) July 21, 2021