ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୧ କରୋନା ସଂକ୍ରମିତ ଚିହ୍ନ

ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର ।

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଏପରିକି ୫୦ ତଳେ ରହୁଛି ଦୈନିକ ସଂକ୍ରମଣ। ଏହାରି ମଧ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୦୫ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୪୦ ଜଣକୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୬୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୧୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୬୯୯୮୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂଖ୍ୟା:-