ରାୟଗଡା:- ପୁଣି ଖକୀରେ ଲାଗିଲା ଦାଗ । ପୋଲିସର ଭୟ ଦେଖାଇ ଲୁଟି ବନ୍ଧା ହେଲେ ୩ ହୋମଗାର୍ଡ । ୩ ହୋମଗାର୍ଡଙ୍କ ସମେତ ୭ ଜଣଙ୍କୁ ଗିରଫ କରିଛି ରାୟଗଡା ଟାଉନ୍ ପୋଲିସ । ପରାଧୀ ମାନେ ଜଣେ ବ୍ୟବସାୟୀଙ୍କ ଠାରୁ ୯ ଲକ୍ଷ ଟଙ୍କା ଓ ସୁନା ଚେନ୍ ଲୁଟି ଥିଲେ । ପୋଲିସ ଭୟ ଦେଖାଇ ଲୁଟିଥିବା ନେଇ ଥାନାରେ ଏତଲା ପରେ ସେମାନେ ଗିରଫ ହୋଇଛନ୍ତି । ଘଟଣାର ତଦନ୍ତ ଜାରି ରହିଛି ।