(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୪୦ ଜଣକୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୦୮୧ ଜଣ ସୁସ୍ଥ ହୋଇଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 30th March
New Positive Cases: 32
Of which 0-18 years: 10
In quarantine: 20
Local contacts: 12(Details of local contacts will be shared by concerned District)
1. Balasore: 2
2. Bargarh: 1
3. Balangir: 3
4. Cuttack: 2
5. Gajapati: 5
6. Jajpur: 1— I & PR Department, Odisha (@IPR_Odisha) March 31, 2022