ରାଜ୍ୟରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ …

ଭୁବନେଶ୍ୱର / ସଞ୍ଜୁ – ରାଜ୍ୟରେ ୩୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଙ୍କ ମଧ୍ୟରୁ ୨୧୫ଜଣ କ୍ୱାରେଣ୍ଟାଇନରୁ ଥିବାବେଳେ ୧୬୨ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ନୂଆ କରୋନା ଆକ୍ରାନ୍ତକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିବାଗ ପକ୍ଷରୁ ସୂଚନା ଦେଇଛନ୍ତି ।