ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୩ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୯୯୫କୁ ବୃଦ୍ଧି ପାଇଛି । ଚିସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟ :-

ହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୮୧୮୬୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୪୯୯ଜଣ ସୁସ୍ଥ ହୋଇଛନ୍ତି ।