ଗତ ୨୪ ଘଣ୍ଟା ମଧ୍ୟରେ ୪୭୭ କରୋନା ସଂକ୍ରମିତ ଚିହ୍ନଟ
ଦିନକୁ ଦିନ ରାଜ୍ୟରେ କେତେବେଳେ ଉପର ତ କେତେବେଳେ ତଳ ହେଉଛି କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ୪୭୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
(ଭୁବନେଶ୍ୱର) : ଦିନକୁ ଦିନ ରାଜ୍ୟରେ କେତେବେଳେ ଉପର ତ କେତେବେଳେ ତଳ ହେଉଛି କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ୪୭୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୨୬ ହଜାର ୯୫୩ ଜଣ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୯୯ଜଣ ଲୋକାଲ୍ କେସ୍ ରହିଛନ୍ତି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୨୬ ହଜାର ୯୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୫୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୧୩ ହଜାର ୧୪୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୦୩୪୨୪୫ସାମ୍ପୁଲ ଟେଷ୍ଟ୍ ହୋଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 30th September
New Positive Cases: 477
Of which 0-18 years: 74
In quarantine: 278
Local contacts: 199(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 26
3. Bhadrak: 7
4. Balangir: 1— I & PR Department, Odisha (@IPR_Odisha) October 1, 2021