ଆଖି ବୁଜିଲେ ୫ ଆକ୍ରାନ୍ତ

ଭୁୁବନେଶ୍ୱର– ରାଜ୍ୟରେ ଧୀରେ ଧୀରେ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୫ ଜଣ କରୋନା ରୋଗୀ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୬୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।