୫ କରୋନା ରୋଗୀ ଆଖି ବୁଜିଛନ୍ତି

ଭୁବନେଶ୍ୱର/ ସଞ୍ଜୁ – ଗତ କିଛି ହେବ ରାଜ୍ୟରେ କରୋନା ମତ୍ୟୁ ସଂଖ୍ୟା କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ରାଜ୍ୟରେ ଆଜି ୫ କରୋନା ରୋଗୀ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୩୯ କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ।