ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୮୦ ନୂଆ ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ କେତେବେଳେ ଉପର ତ କେତେବେଳେ ତଳ ହେଉଛି କରୋନା ମିଟର । ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୮୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
(ଭୁବନେଶ୍ୱର) : ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୭୭ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୩୬ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୪୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୨୯୮ ଜଣକୁ ବୃଦ୍ଧି ପାଇଛି। ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 15th September
New Positive Cases 580
Of which 0-18 years: 77
In quarantine: 336
Local contacts: 244(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 17
3. Bargarh: 8
4. Bhadrak: 7— I & PR Department, Odisha (@IPR_Odisha) September 16, 2021