ଗତ ୨୪ ଘଣ୍ଟାରେ ରାଜ୍ୟରୁ ୬୭୧ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ନୂଆ ୬୭୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୭୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୧ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୧୪୫୫ ଜଣକୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୪୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮୫୫ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୬୪୫୭୧ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିନ୍ହଟ :-
Covid-19 Report For 17th Feb
New Positive Cases: 671
Of which 0-18 years: 131
In quarantine: 393
Local contacts: 278(Details of local contacts will be shared by concerned District)
1. Angul: 22
2. Balasore: 12
3. Bargarh: 16
4. Bhadrak: 7
5. Balangir: 7
6. Boudh: 16— I & PR Department, Odisha (@IPR_Odisha) February 18, 2022