ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୪୫ ନୂଆ ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନକୁ କେତେବେ;ଲେ ତଳ ତ କେତେବେଳେ ଉପର ହେଉଛି କରୋନା ମିଟର । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୪୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନକୁ କେତେବେ;ଲେ ତଳ ତ କେତେବେଳେ ଉପର ହେଉଛି କରୋନା ମିଟର । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୪୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୧୯ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ସଂକ୍ରମିତଙ୍କ ମଧ୍ୟରୁ ୪୩୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୩୧୦ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୦୮୩ ଜଣ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
5. Cuttack: 120
6. Deogarh: 6
7. Dhenkanal: 9
8. Ganjam: 3
9. Jagatsinghpur: 18
10. Jajpur: 27
11. Kandhamal: 3
12. Kendrapada: 18
13. Keonjhar: 5
14. Khurda: 297
15. Koraput: 1
16. Malkangiri: 1
17. Mayurbhanj: 32
18. Nawarangpur: 4
19. Nayagarh: 11
20. Nuapada: 2
21. Puri: 17— I & PR Department, Odisha (@IPR_Odisha) September 10, 2021