ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୧୬ ନୂଆ ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୧୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୧୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୦୬ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୫ ଜଣ କ୍ବାରାଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୪୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୮୭୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
4. Bhadrak: 9
5. Balangir: 3
6. Cuttack: 116
7. Deogarh: 13
8. Dhenkanal: 19
9. Ganjam: 9
10. Jagatsinghpur: 34
11. Jajpur: 31
12. Jharsuguda: 1
13. Kalahandi: 4
14. Kandhamal: 3
15. Kendrapada: 29
16. Keonjhar: 16
17. Khurda: 291
18. Koraput: 5
19. Malkangiri: 4— I & PR Department, Odisha (@IPR_Odisha) August 27, 2021