ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪୯ ନୂଆ ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ କରୋନା ମିଟର ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କରୋନା ମିଟର ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୩୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୨ ଜଣ କ୍ବାରାଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୫୭ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୫୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
4. Bhadrak: 9
5. Boudh: 1
6. Cuttack: 115
7. Deogarh: 9
8. Dhenkanal: 14
9. Gajapati: 1
10. Ganjam: 6
11. Jagatsinghpur: 42
12. Jajpur: 42
13. Jharsuguda: 1
14. Kalahandi: 3
15. Kandhamal: 1
16. Kendrapada: 24
17. Keonjhar: 8
18. Khurda: 313
19. Koraput: 5
20. Malkangiri: 2— I & PR Department, Odisha (@IPR_Odisha) August 26, 2021