ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୪୯ ନୂଆ ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ କେତେବେଳେ ଉପର ତ କେତେବେଳେ ତଳ ହେଉଛି କରୋନା ମିଟର । ରାଜ୍ୟରେ ଗ
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କେତେବେଳେ ଉପର ତ କେତେବେଳେ ତଳ ହେଉଛି କରୋନା ମିଟର । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୪୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୨୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୭୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
4. Bhadrak: 11
5. Balangir: 4
6. Boudh: 1
7. Cuttack: 117
8. Deogarh: 8
9. Dhenkanal: 26
10. Gajapati: 1
11. Ganjam: 1
12. Jagatsinghpur: 12
13. Jajpur: 32
14. Jharsuguda: 4
15. Kalahandi: 4
16. Kandhamal: 1
17. Kendrapada: 9
18. Keonjhar: 12
19. Khurda: 341
20. Malkangiri: 1— I & PR Department, Odisha (@IPR_Odisha) September 3, 2021