ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ଆକ୍ରାନ୍ତ ଚିନ୍ହଟ
ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ଆକ୍ରାନ୍ତ ଚିନ୍ହଟ ହୋଇଛନ୍ତି ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ଆକ୍ରାନ୍ତ ଚିନ୍ହଟ ହୋଇଛନ୍ତି । ଅନ୍ୟପଟେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୭କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ୧୮ବର୍ଷରୁ କମ୍ ବୟସ୍କଙ୍କ ମଧ୍ୟରୁ ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୫ ହଜାର ୪୩୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 15th August
New positives: 868
Of which 0-18 years: 104
In quarantine: 507
Local contacts: 361(Details of local contacts will be shared by concerned Dist Administration)
District Wise Cases:
1. Angul: 26
2. Balasore: 52
3. Bargarh: 13
4. Bhadrak: 19— I & PR Department, Odisha (@IPR_Odisha) August 16, 2021