ନୂଆ ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡ଼ିଓ

ଭୁବନେଶ୍ୱର (ବିଧାନସଭା);-ନୂଆ ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡ଼ିଓ । ବିଭିନ୍ନ ଅଭିଯୋଗ ଆଧାରରେ ୯୧ ବିଡ଼ିଓଙ୍କ ଉପରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ବିଚାର କୁ ନେଲେ ରାଜ୍ୟ ସରକାର । ଯାହାକୁ ବର୍ତ୍ତମାନ ବିଚାରକୁ ନିଆଯାଇଛି ବୋଲି କହିଲେ ବିଭାଗୀୟ ମନ୍ତ୍ରୀ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନ ରେ ପଂଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଙ୍କ ଲିଖିତ ଉତ୍ତର ।