ରାଜ୍ୟରେ ୪୦୯ ପଜିଟିଭ ଚିହ୍ନଟ

ଭୁୁବନେଶ୍ୱର – ରାଜ୍ୟରେ ଆଜି ୪୦୯ ଜଣ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୧୭୫ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।