ଗତ ୨୪ ଘଣ୍ଟା ଭିତରେ ଆଉ ୧୬୪୮ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ତଳମୁହାଁ ହେଲା କରୋନା ଗ୍ରାଫ୍ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୧୬୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
(ଭୁବନେଶ୍ୱର) : ରାଜ୍ୟରେ ତଳମୁହାଁ ହେଲା କରୋନା ଗ୍ରାଫ୍ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୧୬୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୯୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୯ ଲକ୍ଷ ୫୫ ହଜାର ୯୭୪ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ :-
6. Boudh: 5
7. Cuttack: 335
8. Deogarh: 1
9. Dhenkanal: 54
10. Gajapati: 5
11. Ganjam: 11
12. Jagatsinghpur: 112
13. Jajpur: 113
14. Jharsuguda: 9
15. Kalahandi: 11
16. Kandhamal: 15
17. Kendrapada: 50
18. Keonjhar: 21
19. Khurda: 230
20. Koraput: 6
21. Malkangiri: 35— I & PR Department, Odisha (@IPR_Odisha) July 19, 2021