ଗତ ୨୪ ଘଣ୍ଟା ଭିତରେ ୧୯୪୮ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ତଳ ମୁହାଁ ହେଉଛି କରୋନା ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୯୪୮ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨୦ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୨୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

(ଭୁବନେଶ୍ୱର) : ରାଜ୍ୟରେ ତଳ ମୁହାଁ ହେଉଛି କରୋନା ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୯୪୮ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨୦ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୨୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୧ ହଜାର ୯୩୪ ଜଣ ଜଣବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଦେଖିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ :-