ଭୁବନେଶ୍ୱର– ରାଜ୍ୟରେ ଆଉ ୨୨୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ୯ଲକ୍ଷ ୩୯ହଜାର ୧୬୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏନେଇ ଟ୍ୱିଟ କରି ରାଜ୍ୟ ସ୍ୱାସ୍ଥ୍ୟ ଓପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୮୪ଜଣ ରହିଛନ୍ତି ।
Another 2210 Covid patients have recovered and are being discharged on 22.07.2021
484 from Khordha
318 from Cuttack
173 from Baleswar
131 from Kendrapara
127 from Puri
112 from Mayurbhanj
98 from Bhadrak
94 from Sundargarh
92 from Jajapur
88 from Anugul
80 from Jagatsinghpur— H & FW Dept Odisha (@HFWOdisha) July 22, 2021
63 from Nayagarh
44 from Dhenkanal
30 from Keonjhar
28 from Malkangiri
25 from Kandhamal
22 from Rayagada
19 from Sambalpur
17 from Bolangir
17 from Koraput
13 from Gajapati
10 from Boudh
10 from Ganjam
10 from Nabarangpur
8 from Sonepur
7 from Jharsuguda
6 from Kalahandi— H & FW Dept Odisha (@HFWOdisha) July 22, 2021
ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୧୯୩୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨୦ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୮୨୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ୧୯୬୨୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୩୯ ହଜାର ୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୩୫୭୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।