ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ କରୋନା ପଜିଟିଭ୍ ଚିହ୍ନଟ
ଦିନକୁ ଦିନ ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
(ଭୁବନେଶ୍ୱର) : ଦିନକୁ ଦିନ ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୩୫୨୩ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୭୫କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୫୬୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୩୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୫୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୬୩୭୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 4th August
New Positive Cases: 1342
In quarantine: 775
Local contacts: 567(Details of local contacts will be shared by concerned Dist Administration)
District Wise Cases:
1. Angul: 30
2. Balasore: 59
3. Bargarh: 8
4. Bhadrak: 40
5. Balangir: 3— I & PR Department, Odisha (@IPR_Odisha) August 5, 2021