(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କେତେବେଳେ ଉପର ତ କେତେବେଳେ ତଳ ହେଉଛି କରୋନା ମିଟର । ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୮୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୪୦୧ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୯୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ ଜଣକୁ ବୃଦ୍ଧି ପାଇଛି। ଏଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 17th September
New Positive Cases: 695
Of which 0-18 years: 83
In quarantine: 401
Local contacts: 294(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 30
3. Bhadrak: 13
4. Cuttack: 90— I & PR Department, Odisha (@IPR_Odisha) September 18, 2021