(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ନୂଆ ୯୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୪୨ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୮୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୦୩ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୦୪୬ ଜଣକୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୯୦୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୭୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୫୯୫୭୯ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 14th Feb
New Positive Cases: 925
Of which 0-18 years: 203
In quarantine: 542
Local contacts: 383(Details of local contacts will be shared by concerned District)
1. Angul: 44
2. Balasore: 22
3. Bargarh: 13
4. Bhadrak: 16
5. Balangir: 2
6. Boudh: 23— I & PR Department, Odisha (@IPR_Odisha) February 15, 2022