ଭୁବନେଶ୍ୱର- ଗତ ୨୪ ଘଣ୍ଟାରେ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧୨୮୬୩୫ ଜଣକୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନରୁ ରହିଥିବାବେଳେ ୪୪ ଜଣ ସ୍ଥ।।ନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Covid-19 Report For 9th March
New Positive Cases: 108
Of which 0-18 years: 30
In quarantine: 64
Local contacts: 44(Details of local contacts will be shared by concerned District)
1. Balasore: 3
2. Bargarh: 1
3. Balangir: 3
4. Boudh: 8
5. Cuttack: 8
6. Deogarh: 1— I & PR Department, Odisha (@IPR_Odisha) March 10, 2022
7. Dhenkanal: 1
8. Gajapati: 16
9. Ganjam: 7
10. Jagatsinghpur: 1
11. Jajpur: 3
12. Jharsuguda: 3
13. Kalahandi: 2
14. Kendrapada: 7
15. Khurda: 14
16. Mayurbhanj: 1
17. Nawarangpur: 6
18. Nuapada: 1
19. Rayagada: 1— I & PR Department, Odisha (@IPR_Odisha) March 10, 2022
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।
20. Sambalpur: 8
21. Sonepur: 1
22. Sundargarh: 9
23. State Pool: 3New recoveries: 170
Cumulative tested: 29736490
Positive: 1286353
Recovered: 1276150
Active cases: 1047— I & PR Department, Odisha (@IPR_Odisha) March 10, 2022
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୧୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୭୩୬୪୯୦ସାମ୍ପୁଲ ଟେଷ୍ଟ୍ ହୋଇଛି ।