ଜୁନ୍ ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର: ଭୁବନେଶ୍ୱର: ଜୁନ୍ ୧୩ରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପଦବୀ ଲାଗି ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରାଯିବ । ଏନେଇ ବରିଷ୍ଠ ବିଧାୟକ ବିକ୍ରମ କେଶରୀ ଆରୁଖଙ୍କ ନାମ ସର୍ବାଗ୍ରେ ରହିଥିବା ଜଣାପଡିଛି । ସୂର୍ଯନାରାୟଣ ପାତ୍ରଙ୍କ ଇସ୍ତଫା ପରେ ଏହି ପଦବୀ ଖାଲି ପଡିଛି ।