ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ୧୬ଟି ବିଭାଗର ୩୩ଟି ପ୍ରସ୍ତାବ ଉପରେ ମୋହର ଲଗାଇଛନ୍ତି | ଏହି ତାଲିକାରେ ପଞ୍ଚାୟତିରାଜ ଓ ପାନୀୟଜଳ, ଅର୍ଥ, ସାଧାରଣ ପ୍ରଶାସନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ।ସେହିପରି ଏହି ବଡ ନିଷ୍ପତିକୁ ମଂଜୁର କରିଛନ୍ତି ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |