ଭୁବନେଶ୍ୱର: ବର୍ଷ ଶେଷରେ ଗଣମାଧ୍ୟମ ସେଲର ବିଭିନ୍ନ ପଦ ଘୋଷଣା କରିଛନ୍ତି ବିଜେଡ଼ି ସୁପ୍ରିମ ନବୀନ ପଟ୍ଟନାୟକ । ଏହାସହ ବିଜୁ ଜନତା ଦଳର ସୋସିଆଲ ମିଡ଼ିଆ ସେଲର ମୁଖ୍ୟଭାବେ ସ୍ୱୟଂପ୍ରକାଶ ମହାପାତ୍ରଙ୍କୁ ଦାଇତ୍ୱ ଦିଆଯାଇଛି । ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ।