ବଢିଲା ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି

ଭୁବନେଶ୍ୱର : ଆସିଲା ରାଜ୍ୟ ବଜେଟ ୨୦୨୩-୨୪ । ବଜେଟ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବଢିଲା ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି । ରାଜ୍ୟ ବଜେଟ୍ ଉପସ୍ଥାପନ ବେଳେ ଏନେଇ ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଗ୍ରାମାଞ୍ଚଳରେ ଏହି ସହାୟତା ରାଶିକୁ ୨ ହଜାରରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ସହରାଞ୍ଚଳରେ ଏହି ସହାୟତା ରାଶିକୁ ୩ ହଜାରରୁ ୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।