କଟକ: କଟକ ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ ।ଆଠଗଡରେ ପହଞ୍ଚି ବିକାଶ କାର୍ଯ୍ୟର ସମିକ୍ଷା କରୁଛନ୍ତି ୫ଟି ସଚିବ । ଲୋକଙ୍କୁ ଭେଟି ଦରଖାସ୍ତ ଗ୍ରହଣ କରୁଛନ୍ତି ୫ଟି ସଚିବ । ଯେଉଁ ସବୁ ଦାବି ଅଛି ତାହା ଖୁବଶୀଘ୍ର ପୂରଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ଚାଷୀଙ୍କ ସମସ୍ୟାର ତୁରନ୍ତ ସମାଧାନ କରାଯିବ ବୋଲି କହିଛନ୍ତି ୫ଟି ସଚିବ । ଜନଶୁଣାଣୀ ସଭାରେ ବହୁ ସଂଖ୍ୟାରେ ମିଶନ ଶକ୍ତି ମାଆ ଓ କଲେଜ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ ।