ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ, ଦୀର୍ଘଦିନ ଧରି ଗଳା କର୍କଟରେ ପୀଡିତ ଥିଲେ

ଭୁବନେଶ୍ବର : ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ହୋଇଛି । ଦୀର୍ଘଦିନ ଧରି କ୍ୟାନ୍ସରରେ ପୀଡିତ ଥିବା ସ୍ୱରୂପ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।