ପୋଖରୀରେ ବୁଡି ୨ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଓଡିଶା By SUDESNA JANA On Oct 30, 2023 Share ନୟାଗଡ଼: ପୋଖରୀରେ ବୁଡ଼ି ୨ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ଅଭିମାନପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗାଧୋଉ ଥିବାବେଳେ ପୋଖରୀରେ ବୁଡ଼ି ଉଭୟଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ୨ ମୃତକଙ୍କ ବୟସ ୧୧ ଓ ୧୨ ବର୍ଷ ସୂଚନା । OdishaReporters Today Share FacebookTwitterGoogle+ReddItWhatsAppPinterestEmail