୧୧ତମ ଥର ପାଇଁ ଲାଲକିଲ୍ଲାରୁ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଲାଲକିଲ୍କା; ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ । ୧୧ତମ ଥର ପାଇଁ ଲାଲକିଲ୍ଲାରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଠାରୁ ଅଧିକ ଥର ପତାକା ଉତ୍ତୋଳନ କରିଛନ୍ତି । ଚଳିତ ବର୍ଷ ସ୍ୱାଧିନରା ଦିବସ ଅଭିଭାଷଣ ଥିଲା ଗୁରୁତ୍ୱପୂର୍ଣ୍ଣ । ତେବେ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୧୦ ଥର ତ୍ରିରଙ୍ଗା ଉତ୍ତୋଳନ କରିଥିଲେ ।ତେବେ ୧୭ ଥର ଓ ୧୬ ଥର ପତାକା ଉତ୍ତୋଳନ କରିଥିବା ଜବାହରଲାଲ ନେହେରୁ ଓ ଇନ୍ଦିରା ଗାନ୍ଧୀଙ୍କ ପଛରେ ମୋଦୀ ରହିଛନ୍ତି ।

ଉଦବୋଧନ ଏଥିପାଇଁ ଗୁରୁତ୍ବ କାରଣ ପ୍ରଧାନମନ୍ତ୍ରୀ ତାଙ୍କ ସରକାରଙ୍କ କାର୍ଯ୍ୟସୂଚୀର ରୂପରେଖ ଏହି ଅବସରରେ ରଖନ୍ତି । ଗୁରୁତ୍ୱପୂର୍ଣ୍ଣ ଜାତୀୟ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗଗୁଡ଼ିକୁ ସମ୍ବୋଧିତ କରନ୍ତି ।