ରିପୋର୍ଟର୍ସ ଟୁଡେ ବ୍ୟୁରୋ;- ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଏନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ବର୍ଷା ଘଡଘଡି ସହ ଝଡ ତୋଫାନର ପୂର୍ବାସନୁମାନ କରି ପୁରୀ , କେନ୍ଦ୍ରପଡା ,ମୟୂରଭଞ୍ଜ,ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା ଯାଜପୁର, ଭଦ୍ରକ, ନୟାଗଡ଼, ଓ କଟକ ସତର୍କ ଜାରି କରାଯାଇଛି ।

ସେପଟେ ଆସନ୍ତାକାଲି ପାଇଁ ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, କେନ୍ଦ୍ରାପଡା,ମୟୂରଭଞ୍ଜ, ଗଜପତି, ନବରଙ୍ଗପୁର,ବଲାଙ୍ଗୀର, ମାଲକାନଗିରି, ରାୟଗଡ଼ା, କେନ୍ଦୁଝର, ସୁନ୍ଦରଗଡ଼. ନୂଆପଡ଼ା ଓ କଳାହାଣ୍ଡି ,କୋରାପୁଟ, , ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।