NOC ନ ନେଲେ ମିଳିବନି ପୂଜା ମଣ୍ଡପକୁ ଆୟୋଜନ ଅନୁମତି

କଟକ: NOC ନ ନେଲେ ମିଳିବନି ପୂଜା ମଣ୍ଡପକୁ ଆୟୋଜନ ଅନୁମତି । ପ୍ରଶାସନର ପୂଜା ପ୍ରସ୍ତୁତି ବୈଠକରେ ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ । କଟକରେ ମୋଟ ୧୫୭ଟି ପୂଜା ମଣ୍ଡପ ରହିଛି । ସେଥିରୁ କେବଳ ୧୧୭ଟି ପୂଜାମଣ୍ଡପ NOC ପାଇଁ ଆବେଦନ କରିଛନ୍ତି ।

ଜିଲ୍ଲାପାଳଙ୍କ ଅନୁସାରେ, ଏଯାବତ୍ କେବଳ ୪୦ଟି ମଣ୍ଡପ NOC ପାଇଁ ଆବେଦନ କରି ନାହାନ୍ତି । ଏଥିପାଇଁ ସେମାନଙ୍କୁ ଶେଷ ସୁଯୋଗ ଦିଆଯିବ ବୋଲି କହିଛନ୍ତି ଜିଲ୍ଲାପାଳ ।