ସଡକ ଦୁର୍ଘଟଣାରେ ଜଣେ ଯୁବକ ମୃତ । ପୁରୀ ସାତପଡ଼ା ଜାତୀୟ ରାଜପଥ ହଳଦିଆ ଛକ ନିକଟରେ ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ସକାଳୁ ଖବର ପାଇ ବ୍ରହ୍ମଗିରି ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ମୃତ ଯୁବକଙ୍କୁ ରେବଣା ନୂଆଗାଁ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରକୁ ହସ୍ତାନ୍ତର କରିଛନ୍ତି। ମୃତ ଯୁବକ ହେଉଛନ୍ତି ପୁରୀ ହାଡଗୋଡ଼ିଆ ସାହିର ସୁରଜ୍ କୁମାର ଭୋଇ ବୋଲି ଜଣା ପଡ଼ିଛି।