ମୁକ୍ତ ହସ୍ତରେ ଦାନ କରୁଛନ୍ତି ଭକ୍ତ ଗତ ବର୍ଷ ଶ୍ରୀ ଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ୭୭୦ ଟଙ୍କା ଦାନ ସଂଗ୍ରହ କରାଯାଇଛି ଭକ୍ତମାନେ ଉକ୍ତ ବର୍ଷ ରେ ୩ କିଗ୍ରା ୪୪୧ଗ୍ରାମ ୩୦୦ମିଗ୍ରା ମିଶ୍ରିତ ସୁନା ଓ ୩୩ କିଗ୍ରା ୬୪୮ ଗ୍ରାମ ୯୫୦ମିଗ୍ରା ମିଶ୍ରତ ରୁପା ଅଳଙ୍କାର ଦାନ କରିଛନ୍ତି

୧୯୮୧ ରୁ ୨୦୨୪-୨୫ ସୁଦ୍ଧା ୫୮ କେଜି ୩୧୭ ଗ୍ରାମ ସୁନା ଏବଂ ୧୫୮ କେଜି ୮୩୬ ଗ୍ରାମ ରୁପା ଦାନ ଏବଂ ହୁଣ୍ଡିରୁ ସଂଗ୍ରହ ହୋଇଛି ସେହିଭଳି ୨୦୧୧ ରୁ ୨୦୨୪-୨୫ ଭିତରେ ହୁଣ୍ଡୀ ଏବଂ ଅନନ୍ୟ ଦାନରୁ ୩୦୪ କୋଟି ୫୭ ଲକ୍ଷ ଆଦାୟ ହୋଇଛି