ମହଙ୍ଗା ହେଲା ଗହଣା

ସୁନା ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ଅଛି ସୁନା ଦର । ଯଦି ଆପଣା ଆଜି ସୁନା କିଣିବାକୁ ଚାହୁଁଛନ୍ତି ପ୍ରଥମେ ଜାଣି ନିଅନ୍ତୁ କେଉଁ ଜାଗାରେ କେତେ ରହିଛି ଆଜିର ସୁନା ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୫,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୨,୫୫୦ ଟଙ୍କା ରହିଛି ।

ଆଜି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୫୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୨,୫୫୦ ଟଙ୍କାକୁ ପହଞ୍ଚିଛି ।ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୫,୬୬୦ ଟଙ୍କା ଓ ୨୨ କ୍ୟାରଟେ ୧,୪୨,୭୦୦ ଟଙ୍କା ରହିଛି ।ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୫,୫୧୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୨,୫୫୦ ଟଙ୍କା ରହିଛି । ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୫,୫୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୨,୫୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୫,୫୧୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୨,୫୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୫,୦୦୦ ଟଙ୍କା ହୋଇଛି ।