ସ୍ଥିର ରହିଛି ପେଟ୍ରୋଲ ଡିଜେଲ ଦର

ଆଜି ପେଟ୍ରୋଲ ଓ ଡିକେଲ ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ଭୁବନେଶ୍ୱରରେ ଅଜି ପେଟ୍ରୋଲ ଦର ରହିଛି ଲିଟର ପିଛିା ୧୦୮.୯୬ ଟଙ୍କା ଡିଜେଲ ଲିଟର ପିଛା ୧୦୦.୬୮ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରେଲ ଲିଟର ପିଛା ୧୦୨.୧୨ ପଇସା ଡିଜେଲ ଦର ୯୫ ଟଙ୍କା ୨୦ ପଇସା ହୋଇଛି ।ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୯.୧୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୧୩. ୫୧ ଟଙ୍କା ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୮୨ ପଇସା ରହିଛି ।ଚେନ୍ନାଇରେ ପେଟ୍ରୋଲ ଦର ୧୦୭ ଟଙ୍କା ୭୮ ପଇସା ଥିବା ବେଳେ ଡିଜେଲ ଦାମ ୯୯ ଟଙ୍କା ୭୧ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ ।