ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ସମୀକ୍ଷା

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ସମୀକ୍ଷା। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ପୋଲିସ ଡିଜିଙ୍କ ସୁରକ୍ଷା ସମୀକ୍ଷା। ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ। ବୈଠକରେ ଗୁଇନ୍ଦା ଡିଜି ଆର୍‌.ପି. କୋଚେ, ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ଓ ଏଡିଜି ରାଜେଶ କୁମାର ଉପସ୍ଥିତ। ଟୁଇନ୍‌ସିଟି ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ଓ ଡିସିପି ସର୍ବଣା ବିବେକ ଏମ୍‌ଙ୍କ ସମେତ ବରିଷ୍ଠ ଅଧିକାରୀ ସାମିଲ। ଅକ୍ଟୋବର ୨୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ୨୮ ଓ ୨୯ରେ ରାଷ୍ଟ୍ରପତିଙ୍କ ଗସ୍ତ। ଦୁଇ ଭିଭିଆଇପିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା।