(ମୃତ୍ୟୁଞ୍ଜୟ ଭୋଇ / ରିପୋଟରର୍ସ ଟୁଡ଼େ ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବିଜେପିର ରାଷ୍ଟ୍ରୀୟ ଅଧକ୍ଷ ଅମିତି ଶାହାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଜଟଣୀ ନୀର୍ବାଚନ ମଣ୍ଡଳୀର ବିଜେଡ଼ି ନେତା ଅଂଶୁମାନ ହୋତା ବିଜେଡ଼ି ଛାଡ଼ି ଗତ କାଲି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ସେହିପରି ଆଞ୍ଚିଳିକ ଶିକ୍ଷା ନିର୍ଦ୍ଦେଶାଳୟର ଅବସର ପ୍ରାପ୍ତ ପ୍ରଫେସର ବ୍ରଜେନ୍ଦ୍ର ପ୍ରସାଦ ଦାସ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।